The following text field will produce suggestions that follow it as you type.

Barnes and Noble

Loading Inventory...
Chetanara Chitranadi

Chetanara Chitranadi in Franklin, TN

Current price: $16.00
Get it in StoreVisit retailer's website
Chetanara Chitranadi

Barnes and Noble

Chetanara Chitranadi in Franklin, TN

Current price: $16.00
Loading Inventory...

Size: OS

ଆଜି ବି ପଛକୁ ଫେରି ଚାହିଁଲେ ମନେପଡ଼େ ସେଇସବୁ ଦିନ। କିଛି କବିତାର। କିଛି ସମାଲୋଚନାର। ୧୯୭୮ରୁ 'ଇସ୍ତାହାର' ସହ ଥିଲି ସମ୍ପୃକ୍ତ। ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କ ନିର୍ଦ୍ଦେଶରେ କିଛି ପ୍ରବଂଧ ଲେଖା। ପରେ 'ମୂଲ୍ୟାୟନ'ର ସଂପାଦକ ପ୍ରଫୁଲ୍ଲ ଜଗଦେବଙ୍କ ଅନୁରୋଧରେ ମଧ୍ୟ। ସେଦିନ କବିତାରେ ଅଧିକ ନିମଗ୍ନ ଥିଲି ସତ ତଥାପି ବେଳେବେଳେ ଆବଶ୍ୟକତା ହେତୁ କିଛି କିଛି ସମାଲୋଚନା ଲେଖିଥିଲି। ସେଇସବୁ ସାହିତ୍ୟ ଆଲୋଚନା ବିଦ୍]ଗଧ ପାଠକ ମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲା।
୧୯୭୮ରୁ ୧୯୮୫ ମଧ୍ୟରେ ଏଗୁଡ଼ିକ ମଧ୍ୟରୁ ଅଧିକାଂଶ ବିଭିନ୍ନ ପତ୍ରିକାରେ ପ୍ରକାଶିତ ହୋଇଥିଲା। ନା ନା ଜଞ୍ଜାଳ ଓ ମୋର ଅଳସୁଆମି ପାଇଁ ସମାଲୋଚନା ଗ୍ରନ୍ଥଟିଏ ପ୍ରକାଶ କରିବା ସମ୍ଭବପର ହୋଇ ପାରିନଥିଲା। ଅନେକ କତିପୟ ବଂଧୁଙ୍କର ବାରମ୍ବାର ଅନୁରୋଧ ହେତୁ ବହୁ ବିଳମ୍ବରେ ଏହା ପ୍ରକାଶିତ ହେଉଛି। ବିସ୍ମୃତିର ଗର୍ଭରୁ ଲେଖାସବୁକୁ ଖୋଜି ଲୋଡ଼ି ସଂଗ୍ରହ କରିବାକୁ ବହୁ କଷ୍ଟ ସ୍ୱୀକାର କରିବାକୁ ପଡ଼ିଛି। ଆଶା କରୁଛି ଏହି ସର୍ଜନଶୀଳ ଅନୁଶୀଳନକୁ ପାଠକମାନେ ଶ୍ରଦ୍ଧାର ସହ ଗ୍ରହଣ କରିବେ।
- ନିରଂଜନ

More About Barnes and Noble at CoolSprings Galleria

Barnes & Noble is the world’s largest retail bookseller and a leading retailer of content, digital media and educational products. Our Nook Digital business offers a lineup of NOOK® tablets and e-Readers and an expansive collection of digital reading content through the NOOK Store®. Barnes & Noble’s mission is to operate the best omni-channel specialty retail business in America, helping both our customers and booksellers reach their aspirations, while being a credit to the communities we serve.

1800 Galleria Blvd #1310, Franklin, TN 37067, United States

Powered by Adeptmind